1 Kings 11:40 — Compare Translations

5 translations compared side by side

Odia - 1840
"ଏହି କାରଣରୁ ଶଲୋମନ ୟାରବିଯାମଙ୍କୁ ବଧ କରିବାକୁ ଚେଷ୍ଟା କଲେ। ମାତ୍ର ୟାରବିଯାମ ମିଶରର ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କ ମୃତ୍ଯୁ ପର୍ୟ୍ଯନ୍ତ ମିଶର ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ମୃତ୍ୟୁ ଏହି କାରଣରୁ ଶଲୋମନ ଯାରବିୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ। ମାତ୍ର ଯାରବିୟାମ ମିଶରର ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କ ମୃତ୍ୟୁ ପର୍ଯ୍ୟନ୍ତ ମିଶରରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସରୀୟ ରାଜା ଶୀଶକ୍‍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ୍‍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ।