1 Kings 11:41 — Compare Translations

5 translations compared side by side

Odia - 1840
"ଶଲୋମନଙ୍କ ରାଜତ୍ବ କାଳ ରେ ବହୁ ମହାନ ଓ ବୁଦ୍ଧିମାନ କାର୍ୟ୍ଯ କଲେ ଯାହାକି ଶଲୋମନଙ୍କର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତକର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କ ରାଜତ୍ୱ କାଳରେ ବହୁ ମହାନ ଓ ବୁଦ୍ଧିମାନ କାର୍ଯ୍ୟ କଲେ ଯାହାକି ଶଲୋମନଙ୍କର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତକର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?