1 Kings 11:42 — Compare Translations

5 translations compared side by side

Odia - 1840
"ଶଲୋମନ ଗ୍ଭଳିଷ ବର୍ଷ ପର୍ୟ୍ଯନ୍ତ ୟିରୁଶାଲମ ରେ ସମୁଦାଯ ଇଶ୍ରାୟେଲ ଉପରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।