1 Kings 11:43 — Compare Translations

5 translations compared side by side

Odia - 1840
"ତା'ପରେ ଶଲୋମନ ମୃତ୍ଯୁବରଣ କଲେ ଓ ପିତୃଲୋକଙ୍କ ସହିତ ନିଜ ପିତା ଦାଉଦ ନଗର ରେ କବର ପାଇଲେ। ତା'ପରେ ତାହାଙ୍କ ପୁତ୍ର ରିହବିଯାମ ରାଜା ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଶଲୋମନ ଆପଣା ପିତୃଲୋକଙ୍କର ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶଲୋମନ ମୃତ୍ୟୁବରଣ କଲେ ଓ ପିତୃଲୋକଙ୍କ ସହିତ ନିଜ ପିତା ଦାଉଦ ନଗରରେ କବର ପାଇଲେ। ତା’ପରେ ତାହାଙ୍କ ପୁତ୍ର ରିହବିୟାମ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।