1 Kings 11:5 — Compare Translations

5 translations compared side by side

Odia - 1840
"ଶ ଲୋମନ ସୀଦୋନୀଯମାନଙ୍କ ଦବେତା ଅଷ୍ଟାରୋତକୁ ଓ ଅେମ୍ମାନୀୟମାନଙ୍କ ଭୟଙ୍କର ମୂର୍ତ୍ତୀ ମିଲ୍କମର ଉପାସନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ଘୃଣାଯୋଗ୍ୟ ମିଲ୍‍କମର ପଶ୍ଚାତ୍ଗାମୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ସୀଦୋନୀୟମାନଙ୍କ ଦେବତା ଅଷ୍ଟାରୋତକୁ ଓ ଅମ୍ମୋନୀୟମାନଙ୍କ ଭୟଙ୍କର ମୂର୍ତ୍ତି ମି‌ଲ୍‌‌‌କମର ଉପାସନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।