1 Kings 11:6 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ମନ୍ଦ, ଶଲୋମନ ତାହାହିଁ ଅନୁସରଣ କଲେ। ସେ ନିଜ ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଶଲୋମନ ତାହା ହିଁ ଅନୁସରଣ କଲେ। ସେ ନିଜ ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚା‌ଦ୍‌ଗାମୀ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍‍ଗାମୀ ନୋହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍‍ଗାମୀ ନୋହିଲେ।