1 Kings 11:7 — Compare Translations
5 translations compared side by side
Odia - 1840
"ଶ ଲୋମନ ୟିରୁଶାଲମର ପରବର୍ତ୍ତୀ ପର୍ବତ ରେ ମାୟୋବର ଘୃଣାୟୋଗ୍ଯ କମାେଣ ମୂର୍ତ୍ତି ଓ ଅମ୍ମାନେ-ସନ୍ତାନଗଣର ଘୃଣା ଯୋଗ୍ଯ ମାେଲକର ଉପାସନା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଯିରୁଶାଲମର ପରବର୍ତ୍ତୀ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ମୂର୍ତ୍ତି ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମୋଲକର ଉପାସନା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ମୋଲକ୍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।