1 Kings 11:8 — Compare Translations

5 translations compared side by side

Odia - 1840
"ତା'ପରେ ଶ ଲୋମନ ତାଙ୍କର ବିଦେଶୀଯା ପତ୍ନୀମାନଙ୍କ ପାଇଁ ସମାନଙ୍କେର ନିଜ ନିଜର ମୂର୍ତ୍ତି ଦବେତାଗଣ ନିର୍ମାଣ କଲେ। ତାଙ୍କର ପତ୍ନୀମାନେ ସହେି ଦବେତାଗଣଙ୍କ ଉଦ୍ଦେଶ୍ଯ ରେ ଧୂପ ଜଳାଇଲେ ଓ ସମାନଙ୍କେୁ ବଳିଦାନଗୁଡିକ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପନିୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ବଳିଦାନ କଲେ, ସେସମସ୍ତଙ୍କ ପାଇଁ ସେ ସେପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶଲୋମନ ତାଙ୍କର ବିଦେଶୀୟା ପତ୍ନୀମାନଙ୍କ ପାଇଁ ସେମାନଙ୍କର ନିଜ ନିଜର ମୂର୍ତ୍ତି ଦେବତାଗଣ ନିର୍ମାଣ କଲେ। ତାଙ୍କର ପତ୍ନୀମାନେ ସେହି ଦେବତାଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଇଲେ ଓ ସେମାନଙ୍କୁ ବଳିଦାନଗୁଡ଼ିକ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।