1 Kings 11:9 — Compare Translations
5 translations compared side by side
Odia - 1840
"ଶ ଲୋମନଙ୍କ ଅନ୍ତଃକରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କଠାରୁ ବିମୁଖ ହାଇେଥିଲା। ତେଣୁ ସଦାପ୍ରଭୁ ତାଙ୍କ ପ୍ରତି କୋର୍ଧ ହେଲେ। ଅତୀତ ରେ ସେ ଶଲୋମନ ରାଜାଙ୍କୁ ଦୁଇଥର ଦର୍ଶନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କ ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା। ତେଣୁ ସଦାପ୍ରଭୁ ତାଙ୍କ ପ୍ରତି କ୍ରୋଧ ହେଲେ। ଅତୀତରେ ସେ ଶଲୋମନ ରାଜାଙ୍କୁ ଦୁଇଥର ଦର୍ଶନ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ