1 Kings 12:10 — Compare Translations

5 translations compared side by side

Odia - 1840
"ରାଜାଙ୍କୁ ସହେି ୟୁବ ବନ୍ଧୁମାନେ କହିଲେ, ସହେି ଲୋକମାନେ ତୁମ୍ଭକୁ ଆସି କହିଲେ, 'ତୁମ୍ଭର ପିତା ଆମ୍ଭମାନଙ୍କ ୟୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର।' ତୁମ୍ଭେ ସମାନଙ୍କେୁ କୁହ, ' ମାରେ କନିଷ୍ଠ ଅଙ୍ଗୁଳି ମାରେ ପିତାଙ୍କ କଟିଠାରୁ ମାଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋʼ ପିତାଙ୍କ କଟିଠାରୁ ମୋଟ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କୁ ସେହି ଯୁବ ବନ୍ଧୁମାନେ କହିଲେ, “ସେହି ଲୋକମାନେ ତୁମ୍ଭକୁ ଆସି କହିଲେ, ‘ତୁମ୍ଭର ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର।’ ତୁମ୍ଭେ ସେମାନଙ୍କୁ କୁହ, ‘ମୋର କନିଷ୍ଠ ଅଙ୍ଗୁଳି ମୋର ପିତାଙ୍କ କଟିଠାରୁ ମୋଟା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ‘ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋʼ ପିତାଙ୍କ କଟିଠାରୁ ମୋଟ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋ’ ପିତାଙ୍କ କଟିଠାରୁ ମୋଟ।”