1 Kings 12:11 — Compare Translations

5 translations compared side by side

Odia - 1840
"ମାରେ ପିତା ତୁମ୍ଭମାନଙ୍କ ଉପରେ ଯେଉଁ ଭରୀ ୟୁଆଳି ରଖିଥିଲେ, ମୁଁ ତାହାକୁ ଆହୁରି ଭାରୀ କରିବି। ମାରେ ପିତା କୋରଡା ରେ ତୁମ୍ଭମାନଙ୍କୁ ଶାସ୍ତି ଦେଉଥିଲେ ମାତ୍ର ମୁଁ ବିଛା କାମୁଡିଲା ୟନ୍ତ୍ରଣା ପରି ତୁମ୍ଭକୁ ତିକ୍ଷ୍ଣ କୋରଡା ବ୍ଯବହାର କରିବି, ଯାହାଦ୍ବାରା ତୁମ୍ଭମାନଙ୍କ ଶରୀର କ୍ଷତବିକ୍ଷତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ମୋʼ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପିତା ତୁମ୍ଭମାନଙ୍କ ଉପରେ ଯେଉଁ ଭାରୀ ଯୁଆଳି ରଖିଥିଲେ, ମୁଁ ତାହାକୁ ଆହୁରି ଭାରୀ କରିବି। ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଉଥିଲେ ମାତ୍ର ମୁଁ ବିଛା କାମୁଡ଼ିଲା ଯନ୍ତ୍ରଣା ପରି ତୁମ୍ଭକୁ ତୀ‌‌‌କ୍ଷ୍‌‌‌ଣ କୋରଡ଼ା ବ୍ୟବହାର କରିବି, ଯାହାଦ୍ୱାରା ତୁମ୍ଭମାନଙ୍କ ଶରୀର କ୍ଷତବିକ୍ଷତ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମୋʼ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମୋ’ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।