1 Kings 12:13 — Compare Translations

5 translations compared side by side

Odia - 1840
"ସେତବେେଳେ ପ୍ରାଚୀନମାନଙ୍କ ଉପଦେଶକୁ ଉପେକ୍ଷା କରି ରାଜା ସମାନଙ୍କେୁ କଟୁ ଭାଷା ପ୍ରଯୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପ୍ରାଚୀନମାନଙ୍କ ଉପଦେଶକୁ ଉପେକ୍ଷା କରି ରାଜା ସେମାନଙ୍କୁ କଟୁ ଭାଷା ପ୍ରୟୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;