1 Kings 12:14 — Compare Translations

5 translations compared side by side

Odia - 1840
"ପୁଣି ୟୁବ ବନ୍ଧୁମାନଙ୍କ ମନ୍ତ୍ରଣାନୁସା ରେ ସେ ଲୋକମାନଙ୍କୁ କହିଲେ, ମାରେ ପିତା ଯେତିକି କାର୍ୟ୍ଯ ଦେଉଥିଲେ ମୁଁ ତା' ଅପେକ୍ଷା ଆହୁରି ଅଧିକ କାର୍ୟ୍ଯ ଦବେି। ସେ ତୁମ୍ଭମାନଙ୍କୁ କୋରଡା ରେ ଶାସ୍ତି ଦେଉଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କୁ ତିକ୍ଷ୍ଣ କୋରଡା ରେ ଶାସ୍ତି ଦବେି, ଯାହାର ଆଘାତ ବିଛା କାମୁଡିଲା ପରି ୟନ୍ତ୍ରଣା ଦାୟକ ଏବଂ ତୁମ୍ଭମାନେେ ଆଘାତ ରେ କ୍ଷତାକ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୁବାମାନଙ୍କ ମନ୍ତ୍ରଣାନୁସାରେ ଲୋକମାନଙ୍କୁ କହିଲେ, ମୋʼ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯୁବ ବନ୍ଧୁମାନଙ୍କ ମନ୍ତ୍ରଣାନୁସାରେ ସେ ଲୋକମାନଙ୍କୁ କହିଲେ, “ମୋର ପିତା ଯେତିକି କାର୍ଯ୍ୟ ଦେଉଥିଲେ ମୁଁ ତା’ ଅପେକ୍ଷା ଆହୁରି ଅଧିକ କାର୍ଯ୍ୟ ଦେବି। ସେ ତୁମ୍ଭମାନଙ୍କୁ କୋରଡ଼ାରେ ଶାସ୍ତି ଦେଉଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କୁ ତୀ‌‌‌କ୍ଷ୍‌‌‌ଣ କୋରଡ଼ାରେ ଶାସ୍ତି ଦେବି, ଯାହାର ଆଘାତ ବିଛା କାମୁଡ଼ିଲା ପରି ଯନ୍ତ୍ରଣା ଦାୟକ ଏବଂ ତୁମ୍ଭେମାନେ ଆଘାତରେ କ୍ଷତାକ୍ତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋʼ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋ’ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”