1 Kings 12:15 — Compare Translations

5 translations compared side by side

Odia - 1840
"ରାଜା ଲୋକମାନଙ୍କ ଅନୁରୋଧ ପୁରଣ କରିବାକୁ ମନା କରି ଦେଲେ। ସଦାପ୍ରଭୁ ଏହିସବୁ ଘଟାଇବାର କାରଣ ହେଲ, ସେ ଚାହିଁଲେ ତାଙ୍କର ପ୍ରତିଜ୍ଞା ପୂରଣ କରିବା ପାଇଁ। ନବାଟର ପୁତ୍ର ୟାରବିଯାମ୍ ଯାହା ଅହିଯ ଶୀଲୋନୀଯଙ୍କ ଦ୍ବାରା କୁହା ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ଵାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଲୋକମାନଙ୍କ ଅନୁରୋଧ ପୂରଣ କରିବାକୁ ମନା କରିଦେଲେ। ସଦାପ୍ରଭୁ ଏହିସବୁ ଘଟାଇବାର କାରଣ ହେଲେ, ସେ ଗ୍ଭହିଁଲେ ତାଙ୍କର ପ୍ରତିଜ୍ଞା ପୂରଣ କରିବା ପାଇଁ। ନବାଟର ପୁତ୍ର ଯାରବିୟା‌ମ୍‌କୁ ଯାହା ଅହିୟ ଶୀଲୋନୀୟଙ୍କ ଦ୍ୱାରା କୁହା ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ୱାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ୱାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା।