1 Kings 12:16 — Compare Translations

5 translations compared side by side

Odia - 1840
"ସେତବେେଳେ ସମଗ୍ର ଇଶ୍ରାୟେଲ ଦେଖିଲେ ଯେ ନୂଆରାଜା ସମାନଙ୍କେ କଥା ଶୁଣିଲେ ନାହିଁ। ତେଣୁ ସମାନେେ ରାଜାଙ୍କୁ ଉତ୍ତର କରି କହିଲେ, ଆମ୍ଭମାନେେ କ'ଣ ଦାଉଦ ସାମ୍ରାଜ୍ଯର ଏକ ଅଂଶ? ଆମ୍ଭେ ୟିଶୀର କିଛି ଭୂମି ପାଉ କି? ନା, ତେଣୁ ଇଶ୍ରାୟେଲ ଲୋକମାନେ ନିଜ ନିଜ ଘରକୁ ଫରେି ୟାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ। ତେଣୁ ଇଶ୍ରାୟେଲର ଲୋକମାନେ ସମାନଙ୍କେର ଘରକୁ ଫରେି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ଵୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ । ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ଵୁକୁ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ।” ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।