1 Kings 12:17 — Compare Translations

5 translations compared side by side

Odia - 1840
"ତଥାପି ଇଶ୍ରାୟେଲ ଯେଉଁ ଲୋକମାନେ ଯିହୁଦାର ନଗରମାନଙ୍କ ରେ ବାସ କରୁଥିଲେ ରିହବିଯାମ ସମାନଙ୍କେ ଉପରେ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଇସ୍ରାଏଲର ଯେଉଁ ଲୋକମାନେ ଯିହୁଦାର ନଗରମାନଙ୍କରେ ବାସ କରୁଥିଲେ ରିହବିୟାମ ସେମାନଙ୍କ ଉପରେ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ।