1 Kings 12:18 — Compare Translations

5 translations compared side by side

Odia - 1840
"ଏହାପରେ ରିହବିଯାମ ରାଜା ବେଠିକର୍ମାଧ୍ଯକ୍ଷ ଅଦୋରାମକୁ ଲୋକମାନଙ୍କ ନିକଟକୁ ପଠାଇଲେ। ମାତ୍ର ସମସ୍ତ ଇଶ୍ରାୟେଲ ତାଙ୍କୁ ପ୍ରସ୍ତରାଘାତ କରି ମାରି ଦେଲେ। ତା'ପରେ ରିହବିଯାମ ଶୀଘ୍ର ନିଜ ରଥରେ ଆରୋହଣ କରି ୟିରୁଶାଲମକୁ ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ଅଦୋନୀରାମ୍କୁ ପଠାଇଲେ; ମାତ୍ର ସମୁଦାୟ ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା । ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରିହବିୟାମ ରାଜା ବେଠି କର୍ମାଧ୍ୟକ୍ଷ ଅଦୋରାମକୁ ଲୋକମାନଙ୍କ ନିକଟକୁ ପଠାଇଲେ। ମାତ୍ର ସମସ୍ତ ଇସ୍ରାଏଲ ତାଙ୍କୁ ପ୍ରସ୍ତରାଘାତ କରି ମାରି ଦେଲେ। ତା’ପରେ ରିହବିୟାମ ଶୀଘ୍ର ନିଜ ରଥରେ ଆରୋହଣ କରି ଯିରୁଶାଲମକୁ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ଅଦୋନୀରାମ୍‍କୁ ପଠାଇଲେ; ମାତ୍ର ସମୁଦାୟ ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ଅଦୋନୀରାମ୍‍କୁ ପଠାଇଲେ; ମାତ୍ର ସମୁଦାୟ ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।