1 Kings 12:19 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ଲୋକମାନେ ଦାଉଦ ବଂଶ ବିପକ୍ଷ ରେ ବିଦ୍ରୋହ କଲେ ଓ ଏବେ ମଧ୍ଯ ସମାନେେ ଦାଉଦ ବଂଶର ବିଦ୍ରୋହୀ ହାଇେ ରହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ଲୋକମାନେ ଦାଉଦ ବଂଶ ବିପକ୍ଷରେ ବିଦ୍ରୋହ କଲେ ଓ ଏବେ ମଧ୍ୟ ସେମାନେ ଦାଉଦ ବଂଶର ବିଦ୍ରୋହୀ ହୋଇ ରହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ।