1 Kings 12:2 — Compare Translations

4 translations compared side by side

Odia - 1840
"ସେ ଶ ଲୋମନର ମୃତ୍ଯୁ ସମ୍ବାଦ ପାଇଲେ ଓ ନିଜ ନଗର ଇଫ୍ରଯିମ ପର୍ବତସ୍ଥ ସି ରଦୋକୁ ପ୍ରତ୍ଯାବର୍ତ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ନବାଟର ପୁତ୍ର ସେହି ଯେ ଯାରବୀୟାମ ଶଲୋମନ ରାଜାଙ୍କର ଛାମୁରୁ ପଳାଇ ମିସରରେ ଏଯାଏ ଥିଲେ, ସେ ତାଙ୍କର ମୃତ୍ୟୁ ସମ୍ଵାଦ ପାଇଲେ; ସେ ମିସରରେ ବାସ କରୁଥିବା ବେଳେ ଲୋକମାନେ ତାଙ୍କୁ ଡକାଇ ପଠାଇଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ନବାଟର ପୁତ୍ର ସେହି ଯେ ଯାରବୀୟାମ ଶଲୋମନ ରାଜାଙ୍କର ଛାମୁରୁ ପଳାଇ ମିସରରେ ଏଯାଏ ଥିଲେ, ସେ ତାଙ୍କର ମୃତ୍ୟୁୁ ସମ୍ବାଦ ପାଇଲେ; ସେ ମିସରରେ ବାସ କରୁଥିବା ବେଳେ ଲୋକମାନେ ତାଙ୍କୁ ଡକାଇ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ନବାଟର ପୁତ୍ର ସେହି ଯେ ଯାରବୀୟାମ ଶଲୋମନ ରାଜାଙ୍କର ଛାମୁରୁ ପଳାଇ ମିସରରେ ଏଯାଏ ଥିଲେ, ସେ ତାଙ୍କର ମୃତ୍ୟୁୁ ସମ୍ବାଦ ପାଇଲେ; ସେ ମିସରରେ ବାସ କରୁଥିବା ବେଳେ ଲୋକମାନେ ତାଙ୍କୁ ଡକାଇ ପଠାଇଲେ।