1 Kings 12:20 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମସ୍ତ ଲୋକ ଜାଣିବାକୁ ପାଇଲେ ଯେ ୟାରବିଯାମ ଫରେି ଆସିଛନ୍ତି। ସମାନେେ ଲୋକ ପଠାଇ ତାଙ୍କୁ ଡକାଇଲେ ଓ ସମୁଦାଯ ଇଶ୍ରାୟେଲ ଉପରେ ତାହାଙ୍କୁ ରାଜା କଲେ। କବଳେ ଯିହୁଦା ପରିବାରବର୍ଗ ଗୋଟିଏ ପରିବାର ଦାଉଦ ପରିବାରର ଅନୁଗାମୀ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯାରବୀୟାମ ଫେରି ଆସିଅଛନ୍ତି ବୋଲି ସମୁଦାୟ ଇସ୍ରାଏଲ ଶୁଣନ୍ତେ, ସେମାନେ ଲୋକ ପଠାଇ ତାଙ୍କୁ ମଣ୍ତଳୀକି ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାଙ୍କୁ ରାଜା କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା କେହି ଦାଉଦ-ବଂଶର ଅନୁଗାମୀ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଲୋକ ଜାଣିବାକୁ ପାଇଲେ ଯେ ଯାରବିୟାମ ଫେରି ଆସିଛନ୍ତି। ସେମାନେ ଲୋକ ପଠାଇ ତାଙ୍କୁ ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାହାଙ୍କୁ ରାଜା କଲେ। କେବଳ ଯିହୁଦା ପରିବାରବର୍ଗ ଦାଉଦଙ୍କ ପରିବାରର ଅନୁଗାମୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯାରବୀୟାମ ଫେରି ଆସିଅଛନ୍ତି ବୋଲି ସମୁଦାୟ ଇସ୍ରାଏଲ ଶୁଣନ୍ତେ, ସେମାନେ ଲୋକ ପଠାଇ ତାଙ୍କୁ ମଣ୍ଡଳୀକୁ ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାଙ୍କୁ ରାଜା କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା କେହି ଦାଉଦ-ବଂଶର ଅନୁଗାମୀ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯାରବୀୟାମ ଫେରି ଆସିଅଛନ୍ତି ବୋଲି ସମୁଦାୟ ଇସ୍ରାଏଲ ଶୁଣନ୍ତେ, ସେମାନେ ଲୋକ ପଠାଇ ତାଙ୍କୁ ମଣ୍ଡଳୀକି ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାଙ୍କୁ ରାଜା କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା କେହି ଦାଉଦ-ବଂଶର ଅନୁଗାମୀ ହେଲା ନାହିଁ।