1 Kings 12:21 — Compare Translations
5 translations compared side by side
Odia - 1840
"ରିହବିଯାମ ୟିରୁଶାଲମ ରେ ପହନ୍ଚିଲେ ଓ ୟିହୁଦୀଯ ବିନ୍ଯାମୀନ ବଂଶକୁ ଏକତ୍ରୀତ କଲେ। ସେ 1,80,000 ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ। ଶଲୋମନଙ୍କ ପୁତ୍ର ରିହବିଯାମଙ୍କ ଅଧୀନକୁ ରାଜ୍ଯ ଫରୋଇ ଆଣିବା ନିମନ୍ତେ ଇଶ୍ରାୟେଲ ବଂଶ ସହିତ ୟୁଦ୍ଧ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ-ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ-ବଂଶ ସହିତ ଯୁଦ୍ଧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ ଯିରୁଶାଲମରେ ପହଞ୍ଚିଲେ ଓ ଯିହୁଦୀୟ ବିନ୍ୟାମୀନ ବଂଶକୁ ଏକତ୍ରିତ କଲେ। ସେ 180,000 ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ। ଶଲୋମନଙ୍କ ପୁତ୍ର ରିହବିୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ ବଂଶ ସହିତ ଯୁଦ୍ଧ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ୍ ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ ବଂଶ ସହିତ ଯୁଦ୍ଧ ହେଲା।
Odia IRV 2017 (ଓଡିଆ ବାଇବେଲ)
ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ୍-ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ-ବଂଶ ସହିତ ଯୁଦ୍ଧ ହେଲା।