1 Kings 12:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପରମେଶ୍ବରଙ୍କ ଲୋକ ଶମଯିଯକୁ ଏହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵରଙ୍କ ଲୋକ ଶମିୟୀୟ ନିକଟରେ ପରମେଶ୍ଵରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱରଙ୍କ ଲୋକ ଶମୟିୟକୁ ଏହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ପରମେଶ୍ୱରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ପରମେଶ୍ୱରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,