1 Kings 12:23 — Compare Translations

5 translations compared side by side

Odia - 1840
"ଯିହୁଦାର ରାଜା ଶଲୋମନର ପୁତ୍ର ରିହବିଯାମକୁ ପୁଣି ଯିହୁଦାର ଓ ବିନ୍ଯାମୀନର ସମସ୍ତ ଲୋକମାନଙ୍କୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଏହା କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି ଯିହୁଦା ଓ ବିନ୍ୟାମୀନର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ:
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦାର ରାଜା ଶଲୋମନର ପୁତ୍ର ରିହବିୟାମକୁ ପୁଣି ଯିହୁଦାର ଓ ବିନ୍ୟାମୀନର ସମସ୍ତ ଲୋକମାନଙ୍କୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଏହା କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି, ଯିହୁଦା ଓ ବିନ୍ୟାମୀନ୍‍ର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ:
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି, ଯିହୁଦା ଓ ବିନ୍ୟାମୀନ୍‍ର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ: