1 Kings 12:24 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭେ ନିଶ୍ଚଯ ତୁମ୍ଭମାନଙ୍କ ଭ୍ରାତା ଇଶ୍ରାୟେଲ ଲୋକମାନଙ୍କ ବିପକ୍ଷ ରେ ୟୁଦ୍ଧ କରିବ ନାହିଁ। ତୁମ୍ଭମାନେେ ସମସ୍ତେ ନିଜ ନିଜ ଗୃହକୁ ଫରେିୟାଅ। କାରଣ ଏହିକାର୍ୟ୍ଯ ମାେ ଦ୍ବାରା ହାଇେଅଛି।' ତେଣୁ ରିହବିଯାମଙ୍କ ସୈନ୍ଯମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ନିଜ ନିଜ ଗୃହକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରି ଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି । ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେ ନିଶ୍ଚୟ ତୁମ୍ଭମାନଙ୍କ ଭ୍ରାତା ଇସ୍ରାଏଲ ଲୋକମାନଙ୍କ ବିପକ୍ଷରେ ଯୁଦ୍ଧ କରିବ ନାହିଁ। ତୁମ୍ଭେମାନେ ସମସ୍ତେ ନିଜ ନିଜ ଗୃହକୁ ଫେରିଯାଅ। କାରଣ ଏହିକାର୍ଯ୍ୟ ମୋ’ ଦ୍ୱାରା ହୋଇଅଛି।’” ତେଣୁ ରିହବିୟାମଙ୍କ ସୈନ୍ୟମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ନିଜ ନିଜ ଗୃହକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି।’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରି ଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି।” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ।