1 Kings 12:25 — Compare Translations

5 translations compared side by side

Odia - 1840
"ଏହି ସମୟରେ ୟାରବିଯାମ ଇଫ୍ରଯିମର ପର୍ବତମଯ ଦେଶ ଶିଖିମକୁ ଦୃଢ କରି ସଠାେରେ ବାସ କଲେ। ପରେ ସେ ପିନୂଯଲେ ନଗରକୁ ୟାଇ ଏହାକୁ ସୁଦୃଢ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ଯାରବୀୟାମ ଇଫ୍ରୟିମର ପର୍ବତମୟ ଦେଶରେ ଶିଖିମ ନିର୍ମାଣ କରି ତହିଁରେ ବାସ କଲେ; ପୁଣି ସେ ସେଠାରୁ ଯାଇ ପନୂୟେଲ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଯାରବିୟାମ ଇଫ୍ରୟିମର ପର୍ବତମୟ ଦେଶ ଶିଖିମକୁ ଦୃଢ଼ କରି ସେଠାରେ ବାସ କଲେ। ପରେ ସେ ପିନୂୟେଲ ନଗରକୁ ଯାଇ ଏହାକୁ ସୁଦୃଢ଼ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଯାରବୀୟାମ ଇଫ୍ରୟିମର ପର୍ବତମୟ ଦେଶରେ ଶିଖିମ ନିର୍ମାଣ କରି ତହିଁରେ ବାସ କଲେ; ପୁଣି, ସେ ସେଠାରୁ ଯାଇ ପନୂୟେଲ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଯାରବୀୟାମ ଇଫ୍ରୟିମର ପର୍ବତମୟ ଦେଶରେ ଶିଖିମ ନିର୍ମାଣ କରି ତହିଁରେ ବାସ କଲେ; ପୁଣି, ସେ ସେଠାରୁ ଯାଇ ପନୂୟେଲ ନିର୍ମାଣ କଲେ।