1 Kings 12:26 — Compare Translations

5 translations compared side by side

Odia - 1840
"ୟାରବିଯାମ ନିଜକୁ ନିଜେ ଚିନ୍ତା କଲେ, ଯଦି ଲୋକମାନେ ୟିରୁଶାଲମକୁ ସଦାପ୍ରଭୁଙ୍କ ମନ୍ଦିର ରେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ବଳିଦାନ କରିବାକୁ ୟାଆନ୍ତି, ତବେେ ସମାନେେ ପୁନର୍ବାର ଦାଉଦ ପରିବାର ଦ୍ବାରା ଶାସିତ ହବୋକୁ ଗ୍ଭହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାରବୀୟାମ ଆପଣା ମନେ ମନେ କହିଲେ, ଏବେ ରାଜ୍ୟ ପୁନର୍ବାର ଦାଉଦ-ବଂଶର ଅଧୀନ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଯାରବିୟାମ ନିଜକୁ ନିଜେ ଚିନ୍ତା କଲେ, “ଯଦି ଲୋକମାନେ ଯିରୁଶାଲମକୁ ସଦାପ୍ରଭୁଙ୍କ ମନ୍ଦିରରେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ବଳିଦାନ କରିବାକୁ ଯାଆନ୍ତି, ତେବେ ସେମାନେ ପୁନର୍ବାର ଦାଉଦଙ୍କ ପରିବାର ଦ୍ୱାରା ଶାସିତ ହେବାକୁ ଗ୍ଭହିଁବେ। ସେମାନେ ଯିହୁଦାର ରାଜା ରିହବିୟାମଙ୍କ ଅନୁଗାମୀ ହେବେ ଓ ମୋତେ ବଧ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାରବୀୟାମ ଆପଣା ମନେ ମନେ କହିଲେ, “ଏବେ ରାଜ୍ୟ ପୁନର୍ବାର ଦାଉଦ-ବଂଶର ଅଧୀନ ହେବ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାରବୀୟାମ ଆପଣା ମନେ ମନେ କହିଲେ, “ଏବେ ରାଜ୍ୟ ପୁନର୍ବାର ଦାଉଦ-ବଂଶର ଅଧୀନ ହେବ;