1 Kings 12:27 — Compare Translations
4 translations compared side by side
Odia - 1840
"ସମାନେେ ଯିହୁଦାର ରାଜା ରିହବିଯାମଙ୍କ ଅନୁଗାମୀ ହବେେ ଓ ମାେତେ ବଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଏହି ଲୋକମାନେ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହରେ ବଳିଦାନ କରିବାକୁ ଯିବେ, ତେବେ ଏହି ଲୋକମାନଙ୍କର ଅନ୍ତଃକରଣ ଆପଣାମାନଙ୍କ ପ୍ରଭୁ ଯିହୁଦାର ରାଜା ରିହବୀୟାମ ପ୍ରତି ଫେରିବ; ତହିଁରେ ସେମାନେ ମୋତେ ବଧ କରି ଯିହୁଦାର ରାଜା ରିହବୀୟାମ ନିକଟକୁ ଫେରିଯିବେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ଏହି ଲୋକମାନେ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହରେ ବଳିଦାନ କରିବାକୁ ଯିବେ, ତେବେ ଏହି ଲୋକମାନଙ୍କର ଅନ୍ତଃକରଣ ଆପଣାମାନଙ୍କ ପ୍ରଭୁ ଯିହୁଦାର ରାଜା ରିହବୀୟାମ ପ୍ରତି ଫେରିବ; ତହିଁରେ ସେମାନେ ମୋତେ ବଧ କରି ଯିହୁଦାର ରାଜା ରିହବୀୟାମ ନିକଟକୁ ଫେରିଯିବେ।”
Odia IRV 2017 (ଓଡିଆ ବାଇବେଲ)