1 Kings 12:28 — Compare Translations
5 translations compared side by side
Odia - 1840
"ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସମାନେେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, ତୁମ୍ଭର ୟିରୁଶାଲମକୁ ଉପାସନା କରିବା ପାଇଁ ୟିବା ଦରକାର ନାହିଁ। ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭ ଦବେତାମାନଙ୍କୁ ଦେଖ, ସମାନେେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ରାଜା ମନ୍ତ୍ରଣା କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି ସେ ଲୋକମାନଙ୍କୁ କହିଲେ, ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସେମାନେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, “ତୁମ୍ଭର ଯିରୁଶାଲମକୁ ଉପାସନା କରିବା ପାଇଁ ଯିବା ଦରକାର ନାହିଁ। ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”