1 Kings 12:29 — Compare Translations

5 translations compared side by side

Odia - 1840
"ରାଜା ୟାରବିଯାମ ଗୋଟିକୁ ବୈଥଲେ ରେ ଓ ଅନ୍ୟଟିକୁ ଦାନ ରେ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଗୋଟିକୁ ବୈଥେଲରେ ଓ ଅନ୍ୟଟିକି ଦାନ୍ରେ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯାରବିୟାମ ଗୋଟିକୁ ବୈଥେ‌ଲ୍‌ରେ ଓ ଅନ୍ୟଟିକୁ ଦା‌ନ୍‌ରେ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଗୋଟିକୁ ବେଥେଲ୍‍ରେ ଓ ଅନ୍ୟଟିକୁ ଦାନ୍‍ରେ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଗୋଟିକୁ ବେଥେଲ୍‍ରେ ଓ ଅନ୍ୟଟିକୁ ଦାନ୍‍ରେ ସ୍ଥାପନ କଲେ।