1 Kings 12:3 — Compare Translations

4 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ଲୋକ ଶିଖିମକୁ ଗଲେ ଓ ରିହବିଯାମକୁ ସମାନଙ୍କେର ରାଜା କଲେ। ରିହବିଯାମ ମଧ୍ଯ ରାଜା ହବୋକୁ ଶିଖିମ ଗଲେ। ଲୋକମାନେ ତାଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାରବୀୟାମ ଓ ଇସ୍ରାଏଲର ସମସ୍ତ ସମାଜ ରିହବୀୟାମଙ୍କ ନିକଟକୁ ଆସି ଏହି କଥା କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାରବୀୟାମ ଓ ଇସ୍ରାଏଲର ସମସ୍ତ ସମାଜ ରିହବୀୟାମଙ୍କ ନିକଟକୁ ଆସି ଏହି କଥା କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାରବୀୟାମ ଓ ଇସ୍ରାଏଲର ସମସ୍ତ ସମାଜ ରିହବୀୟାମଙ୍କ ନିକଟକୁ ଆସି ଏହି କଥା କହିଲେ,