1 Kings 12:30 — Compare Translations
5 translations compared side by side
Odia - 1840
"ଏହା ଏକ ଭୟଙ୍କର ପାପ, କାରଣ ଇଶ୍ରାୟେଲର ଲୋକମାନେ ବୈଥଲେ ଓ ଦାନ ନଗରକୁ ଉପାସନା କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କର୍ମ ପାପର କାରଣ ହେଲା; କାରଣ ଲୋକମାନେ ଗୋଟିକର ପୂଜା କରିବା ନିମନ୍ତେ ଦାନ୍ ପର୍ଯ୍ୟନ୍ତ ସୁଦ୍ଧା ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଏକ ଭୟଙ୍କର ପାପ, କାରଣ ଇସ୍ରାଏଲର ଲୋକମାନେ ବୈଥେଲ୍ ଓ ଦାନ ନଗରକୁ ଉପାସନା କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କର୍ମ ପାପର କାରଣ ହେଲା; କାରଣ ଲୋକମାନେ ଗୋଟିକର ପୂଜା କରିବା ନିମନ୍ତେ ଦାନ୍ ପର୍ଯ୍ୟନ୍ତ ସୁଦ୍ଧା ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହି କର୍ମ ପାପର କାରଣ ହେଲା; କାରଣ ଲୋକମାନେ ଗୋଟିକର ପୂଜା କରିବା ନିମନ୍ତେ ଦାନ୍ ପର୍ଯ୍ୟନ୍ତ ସୁଦ୍ଧା ଗଲେ।