1 Kings 12:31 — Compare Translations

5 translations compared side by side

Odia - 1840
"ଏହାପରେ ୟାରବିଯାମ ଉଚ୍ଚସ୍ଥଳୀ ରେ ସଦାପ୍ରଭୁଙ୍କ ଗୃହମାନ ନିର୍ମାଣ କଲେ। ସେ ଲବେୀକୁ ଛାଡି ଇଶ୍ରାୟେଲର ସମସ୍ତ ଗୋଷ୍ଠୀରୁ ଯାଜକ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାରବିୟାମ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଗୃହମାନ ନିର୍ମାଣ କଲେ। ସେ ଲେବୀକୁ ଛାଡ଼ି ଇସ୍ରାଏଲର ସମସ୍ତ ଗୋଷ୍ଠୀରୁ ଯାଜକ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହଁନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।