1 Kings 12:33 — Compare Translations
5 translations compared side by side
Odia - 1840
"ତେଣୁ ରାଜା ୟାରବିଯାମ ନିଜ ମନୋନୀତ ଅଷ୍ଟମ ମାସର ପଞ୍ଚଦଶ ଦିନ ରେ ବୈଥଲେସ୍ଥିତ ସ୍ବନିର୍ମିତ ୟଜ୍ଞବଦେୀକି ଗଲେ। ଆଉ ମଧ୍ଯ ସେ ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜଳାଇବା ପାଇଁ ବୈଥଲରେ ୟଜ୍ଞବଦେୀକି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପରି ସେ ଅଷ୍ଟମ ମାସର ପଞ୍ଚଦଶ ଦିନରେ, ଅର୍ଥାତ୍, ଆପଣା ମନର ସଙ୍କଳ୍ପିତ ମାସରେ ବୈଥେଲସ୍ଥିତ ସ୍ଵନିର୍ମିତ ଯଜ୍ଞବେଦିକି ଗଲେ ଓ ସେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜ୍ଵଳାଇବା ପାଇଁ ଯଜ୍ଞବେଦିକି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଯାରବିୟାମ ନିଜ ମନୋନୀତ ଅଷ୍ଟମ ମାସର ପଞ୍ଚଦଶ ଦିନରେ ବୈଥେଲସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକି ଗଲେ। ଆଉ ମଧ୍ୟ ସେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜଳାଇବା ପାଇଁ ବୈଥେଲ୍ର ଯଜ୍ଞବେଦିକି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିପରି ସେ ଅଷ୍ଟମ ମାସର ପଞ୍ଚଦଶ ଦିନରେ, ଅର୍ଥାତ୍, ଆପଣା ମନର ସଂକଳ୍ପିତ ମାସରେ ବେଥେଲ୍ସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକୁ ଗଲେ ଓ ସେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦିକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହିପରି ସେ ଅଷ୍ଟମ ମାସର ପଞ୍ଚଦଶ ଦିନରେ, ଅର୍ଥାତ୍, ଆପଣା ମନର ସଂକଳ୍ପିତ ମାସରେ ବେଥେଲ୍ସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକୁ ଗଲେ ଓ ସେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦିକୁ ଗଲେ।