1 Kings 12:4 — Compare Translations
5 translations compared side by side
Odia - 1840
"ତୁମ୍ଭର ପିତା ଆମ୍ଭମାନଙ୍କୁ କଠିନ କାର୍ୟ୍ଯ କରାଇଲେ। କାର୍ୟ୍ଯରୁ ଗୁରୁଭାର ଓ ଭାରୀ ୟୁଆଳି ଆମ୍ଭ ଉପରେ ଦଇେଥିଲେ, ତାହା ତୁମ୍ଭେ ହାଲୁକା କର। ତାହା ହେଲ ଆମ୍ଭେ ତୁମ୍ଭର ସବୋ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭର ପିତା ଆମ୍ଭମାନଙ୍କୁ କଠିନ କାର୍ଯ୍ୟ କରାଇଲେ। କାର୍ଯ୍ୟରୁ ଗୁରୁଭାର ଓ ଭାରୀ ଯୁଆଳି ଆମ୍ଭ ଉପରେ ଦେଇଥିଲେ, ତାହା ତୁମ୍ଭେ ହାଲୁକା କର। ତାହାହେଲେ ଆମ୍ଭେ ତୁମ୍ଭର ସେବା କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”
Odia IRV 2017 (ଓଡିଆ ବାଇବେଲ)
“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”