1 Kings 12:8 — Compare Translations

5 translations compared side by side

Odia - 1840
"କିନ୍ତୁ ରିହବିଯାମ ସହେି ପ୍ରାଚୀନମାନଙ୍କ ମନ୍ତ୍ରଣା ଗ୍ରହଣ କଲେ ନାହିଁ। ଅପରନ୍ତୁ ୟୁବକମାନଙ୍କ ସହିତ ମନ୍ତ୍ରଣା କଲେ ଯେଉଁମାନେ ତାଙ୍କ ସହିତ ବଢିଥିଲେ ଓ ତାଙ୍କର ସାଂଗ ଓ ଉପଦେଷ୍ଟା ଥିଲେ। ସେ ସମାନଙ୍କେର ମନ୍ତ୍ରଣା ଗ୍ରହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ମନ୍ତ୍ରଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରିହବିୟାମ ସେହି ପ୍ରାଚୀନମାନଙ୍କ ମନ୍ତ୍ରଣା ଗ୍ରହଣ କଲେ ନାହିଁ। ଅପରନ୍ତୁ ଯୁବକମାନଙ୍କ ସହିତ ମନ୍ତ୍ରଣା କଲେ ଯେଉଁମାନେ ତାଙ୍କ ସହିତ ବଢ଼ିଥିଲେ ଓ ତାଙ୍କର ସାଙ୍ଗ ଓ ଉପଦେଷ୍ଟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।