1 Kings 13:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯିହୁଦା ରେ ଥିବା ଏକ ପରମେଶ୍ବରଙ୍କ ଲୋକକୁ ବୈଥଲେ ୟିବାକୁ ଆଦେଶ ଦେଲେ। ଯେତବେେଳେ ୟାରବିଯାମ ୟଜ୍ଞବଦେୀ ନିକଟରେ ଧୂପ ଜଳାଇବା ପାଇଁ ଛିଡା ହାଇେଥିଲେ ସେତବେେଳେ ପରମେଶ୍ବରଙ୍କ ଲୋକ ସଠାେରେ ଉପସ୍ଥିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାରବୀୟାମ ଧୂପ ଜ୍ଵଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଯିହୁଦାରୁ ପରମେଶ୍ଵରଙ୍କ ଏକ ଲୋକ ବୈଥେଲରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବୈଥେଲ୍ ବିପକ୍ଷରେ କହନ୍ତି ସଦାପ୍ରଭୁ ଯିହୁଦାରେ ଥିବା ଏକ ପରମେଶ୍ୱରଙ୍କ ଲୋକକୁ ବୈଥେଲ୍ ଯିବାକୁ ଆଦେଶ ଦେଲେ। ଯେତେବେଳେ ଯାରବିୟାମ ଯଜ୍ଞବେଦି ନିକଟରେ ଧୂପ ଜଳାଇବା ପାଇଁ ଛିଡ଼ା ହୋଇଥିଲେ ସେତେବେଳେ ପରମେଶ୍ୱରଙ୍କ ଲୋକ ସେଠାରେ ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା।