1 Kings 13:10 — Compare Translations
5 translations compared side by side
Odia - 1840
"ତେଣୁ ସେ ବୈଥଲକେୁ ଯେଉଁ ପଥରେ ଆସିଥିଲା, ସେ ପଥରେ ନ ଫରେି ଅନ୍ୟ ପଥରେ ଫରେିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବୈଥେଲକୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ବୈଥେଲ୍କୁ ଯେଉଁ ପଥରେ ଆସିଥିଲା, ସେ ପଥରେ ନ ଫେରି ଅନ୍ୟ ପଥରେ ଫେରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।