1 Kings 13:11 — Compare Translations
5 translations compared side by side
Odia - 1840
"ସେ ସମୟରେ ବୈଥଲେ ରେ ଜଣେ ପ୍ରାଚୀନ ଭବିଷ୍ଯଦବକ୍ତା ବାସ କରୁଥିଲେ। ତାଙ୍କର ପୁତ୍ରମାନେ ଆସି ବୈଥଲେ ରେ ପରମେଶ୍ବରଙ୍କ ଲୋକ ଯାହା ଯାହା କରିଥିଲେ ତାହାସବୁ ତାଙ୍କୁ ଜଣାଇଲେ। ସମାନେେ ପରମେଶ୍ବରଙ୍କ ଲୋକ ୟାରବିଯାମ ରାଜାଙ୍କୁ ଯାହା କହିଥିଲେ ତାହା ମଧ୍ଯ ଆପଣା ପିତାଙ୍କୁ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ବୈଥେଲରେ ଜଣେ ପ୍ରାଚୀନ ଭବିଷ୍ୟଦ୍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହିଦିନ ପରମେଶ୍ଵରଙ୍କ ଲୋକ ବୈଥେଲରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ବୈଥେଲ୍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍ବକ୍ତା ବାସ କରୁଥିଲେ। ତାଙ୍କର ପୁତ୍ରମାନେ ଆସି ବୈଥେଲ୍ରେ ପରମେଶ୍ୱରଙ୍କ ଲୋକ ଯାହା ଯାହା କରିଥିଲେ ତାହା ସବୁ ତାଙ୍କୁ ଜଣାଇଲେ। ସେମାନେ ପରମେଶ୍ୱରଙ୍କ ଲୋକ ଯାରବିୟାମ ରାଜାଙ୍କୁ ଯାହା କହିଥିଲେ ତାହା ମଧ୍ୟ ଆପଣା ପିତାଙ୍କୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବେଥେଲ୍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହି ଦିନ ପରମେଶ୍ୱରଙ୍କ ଲୋକ ବେଥେଲ୍ରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ବେଥେଲ୍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହିଦିନ ପରମେଶ୍ୱରଙ୍କ ଲୋକ ବେଥେଲ୍ରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ।