1 Kings 13:12 — Compare Translations

5 translations compared side by side

Odia - 1840
"ସମାନଙ୍କେ ପିତା ସମାନଙ୍କେୁ ପଚାରିଲେ, ସେ କେଉଁ ପଥରେ ଫରେିଲେ? ପରମେଶ୍ବରଙ୍କ ଲୋକ ଯିହୁଦାରୁ ଯେଉଁ ପଥରେ ୟାଇଥିଲେ, ତାହା ସମାନେେ ତାଙ୍କର ପିତାଙ୍କୁ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, ସେ କେଉଁ ପଥରେ ଗଲା? ଯିହୁଦାରୁ ଆଗତ ପରମେଶ୍ଵରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପିତା ସେମାନଙ୍କୁ ପଗ୍ଭରିଲେ, “ସେ କେଉଁ ପଥରେ ଫେରିଲେ?” ପରମେଶ୍ୱରଙ୍କ ଲୋକ ଯିହୁଦାରୁ ଯେଉଁ ପଥରେ ଯାଇଥିଲେ, ତାହା ସେମାନେ ତାଙ୍କର ପିତାଙ୍କୁ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।