1 Kings 13:14 — Compare Translations
5 translations compared side by side
Odia - 1840
"ଏହାପରେ ସେ ପରମେଶ୍ବରଙ୍କ ଲୋକର ପେଛ ପେଛ ୟାଇ ତାଙ୍କୁ ଗୋଟିଏ ଆଲୋନ ବୃକ୍ଷ ମୂଳ ରେ ବସିଥିବାର ଦେଖିଲେ, ସେ ତାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୁଦାରୁ ଆଗତ ପରମେଶ୍ବରଙ୍କ ଲୋକ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ପରମେଶ୍ଵରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି ସେ ତାହାକୁ ପଚାରିଲା, ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ଵରଙ୍କ ଲୋକ? ସେ କହିଲା, ହଁ, ମୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ତାଙ୍କୁ ଗୋଟିଏ ଅଲୋନ ବୃକ୍ଷମୂଳରେ ବସିଥିବାର ଦେଖିଲେ, ସେ ତାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ?” ସେ ଉତ୍ତର କଲେ, “ହଁ, ମୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି, ସେ ତାହାକୁ ପଚାରିଲା, “ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ?” ସେ କହିଲା, “ହଁ, ମୁଁ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି, ସେ ତାହାକୁ ପଚାରିଲା, “ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ?” ସେ କହିଲା, “ହଁ, ମୁଁ।”