1 Kings 13:16 — Compare Translations

5 translations compared side by side

Odia - 1840
"ମାତ୍ର ପରମେଶ୍ବରଙ୍କ ଲୋକ ଉତ୍ତର ଦେଲେ, ମୁଁ ତୁମ୍ଭ ସହିତ ତୁମ୍ଭ ଗୃହକୁ ୟାଇପାରିବି ନାହିଁ କି ତୁମ୍ଭ ସହିତ ଏ ସ୍ଥାନ ରେ ପାନ ବା ଭୋଜନ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲା, ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପରମେଶ୍ୱରଙ୍କ ଲୋକ ଉତ୍ତର ଦେଲେ, “ମୁଁ ତୁମ୍ଭ ସହିତ ତୁମ୍ଭ ଗୃହକୁ ଯାଇ ପାରିବି ନାହିଁ କି ତୁମ୍ଭ ସହିତ ଏ ସ୍ଥାନରେ ପାନ ବା ଭୋଜନ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;