1 Kings 13:17 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ମାେତେ ନିର୍ଦ୍ଦେଶ ଦଇେଛନ୍ତି, 'ତୁମ୍ଭେ ଭୋଜନ କରିବ ନାହିଁ କି ଜଳପାନ ଏଠା ରେ କରିବ ନାହିଁ। ଏବଂ ଯେଉଁ ପଥ ଦଇେ ଆସିଥିଲ,ସହେି ପଥ ଦଇେ ଫରେି ୟାଅନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ମୋତେ ନିର୍ଦ୍ଦେଶ ଦେଇଛନ୍ତି, ‘ତୁମ୍ଭେ ଏଠାରେ ଭୋଜନ କରିବ ନାହିଁ କି ଜଳପାନ କରିବ ନାହିଁ। ଏବଂ ଯେଉଁ ପଥ ଦେଇ ଆସିଥିଲ, ସେହି ପଥ ଦେଇ ଫେରି ଯାଅ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”