1 Kings 13:19 — Compare Translations

5 translations compared side by side

Odia - 1840
"ତେଣୁ ପରମେଶ୍ବରଙ୍କ ଲୋକ ତାଙ୍କ ସହିତ ତାଙ୍କ ଗୃହକୁ ୟାଇ ଅନ୍ନ ଭୋଜନ ଓ ଜଳପାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ତାହା ସଙ୍ଗେ ଫେରି ଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱରଙ୍କ ଲୋକ ତାଙ୍କ ସହିତ ତାଙ୍କ ଗୃହକୁ ଯାଇ ଅନ୍ନ ଭୋଜନ ଓ ଜଳପାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ତାହା ସଙ୍ଗେ ଫେରି ଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।