1 Kings 13:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ନିର୍ଦ୍ଦେଶ ରେ ପରମେଶ୍ବରଙ୍କ ସହେି ଲୋକ ଜଣକ ୟଜ୍ଞବଦେୀ ବିପକ୍ଷ ରେ ଉଚ୍ଚସ୍ବର ରେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚୈଃସ୍ଵର କରି କହିଲା, ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ଵଳାଉଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ନିର୍ଦ୍ଦେଶରେ ପରମେଶ୍ୱରଙ୍କ ସେହି ଲୋକ ଜଣକ ଯଜ୍ଞବେଦି ବିପକ୍ଷରେ ଉଚ୍ଚସ୍ୱରରେ କହିଲେ, “ହେ ଯଜ୍ଞବେଦି, ସଦାପ୍ରଭୁ ତୁମ୍ଭକୁ କୁହନ୍ତି, ‘ଏଇ ଦେଖ, ଦାଉଦ ବଂଶରେ ଯୋଶିୟ ନାମରେ ଏକ ସନ୍ତାନ ଜନ୍ମ ହେବ। ଉଚ୍ଚସ୍ଥଳୀର ଯାଜକମାନେ ତୁମ୍ଭ ଉପରେ ଧୂପ ଜଳାଉଛନ୍ତି। ଯୋଶିୟ ସେମାନଙ୍କୁ ତୁମ୍ଭ ଉପରେ ବଳିଦାନ କରିବ। ବର୍ତ୍ତମାନ ଏହି ଯାଜକଗଣ ତୁମ୍ଭ ଉପରେ ଧୂପ ଜାଳନ୍ତି କିନ୍ତୁ ଯୋଶିୟ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦ‌ଗ୍‌ଧ କରିବେ। ତେବେ ତୁମ୍ଭକୁ ପୁଣି କେହି ବ୍ୟବହାର କରିବେ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”