1 Kings 13:20 — Compare Translations
5 translations compared side by side
Odia - 1840
"ଯେତବେେଳେ ସମାନେେ ମଜେ ନିକଟରେ ବସିଥିଲେ, ସଦାପ୍ରଭୁଙ୍କ ବାକ୍ଯ ସହେି ବୃଦ୍ଧ ଭବିଷ୍ଯଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା। ୟିଏକି ତାଙ୍କୁ ତା'ର ଘରକୁ ଆଣିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ମେଜ ନିକଟରେ ବସିଥିଲେ, ସଦାପ୍ରଭୁଙ୍କ ବାକ୍ୟ ସେହି ବୃଦ୍ଧ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯିଏ କି ତାଙ୍କୁ ତା’ର ଘରକୁ ଆଣିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା।