1 Kings 13:21 — Compare Translations

5 translations compared side by side

Odia - 1840
"ଯିହୁଦାରୁ ସହେି ପରମେଶ୍ବରଙ୍କ ଲୋକକୁ ଭବିଷ୍ଯଦ୍ବକ୍ତା କହିଲେ, ସଦାପ୍ରଭୁ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯର ବିରୁଦ୍ଧାଚରଣ କରିଅଛ। ତୁମ୍ଭେ ଆଜ୍ଞା ପାଳନ କରିନାହଁ। ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଆଜ୍ଞା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ଵରଙ୍କ ଲୋକକୁ ଉଚ୍ଚୈଃସ୍ଵରରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ସେହି ପରମେଶ୍ୱରଙ୍କ ଲୋକଙ୍କୁ ଭବିଷ୍ୟ‌ଦ୍‌ବକ୍ତା କହିଲେ, “ସଦାପ୍ରଭୁ କହନ୍ତି, ତୁମ୍ଭେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ। ତୁମ୍ଭେ ଆଜ୍ଞା ପାଳନ କରି ନାହଁ। ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଆଜ୍ଞା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚୈଃସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;