1 Kings 13:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭଙ୍କୁ ଆଦେଶ କରିଥିଲେ ତୁମ୍ଭେ ଏ ସ୍ଥାନ ରେ ଅନ୍ନ ଭୋଜନ କରିବ ନାହିଁ କି ଜଳପାନ କରିବ ନାହିଁ। ମାତ୍ର ତୁମ୍ଭେ ଫରେି ଆସିଲ ଓ ଅନ୍ନ ଭୋଜନ ଓ ଜଳ ପାନ କଲ। ତେଣୁ ତୁମ୍ଭର ଶବକୁ ତୁମ୍ଭ ପିତୃଲୋକମାନଙ୍କ ସହିତ କବର ଦିଆ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଫେରି ଆସିଅଛ, ପୁଣି ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ; ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକ-ମାନଙ୍କ କବରରେ ପ୍ରବିଷ୍ଟ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ଆଦେଶ କରିଥିଲେ ତୁମ୍ଭେ ଏ ସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ କି ଜଳପାନ କରିବ ନାହିଁ। ମାତ୍ର ତୁମ୍ଭେ ଫେରି ଆସିଲ ଓ ଅନ୍ନ ଭୋଜନ ଓ ଜଳ ପାନ କଲ। ତେଣୁ ତୁମ୍ଭର ଶବକୁ ତୁମ୍ଭ ପିତୃଲୋକମାନଙ୍କ ସହିତ କବର ଦିଆ ଯିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ; ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”