1 Kings 13:23 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଲୋକ ଅନ୍ନ ଭୋଜନ ଓ ଜଳପାନ କଲାପରେ ସେ ଭବିଷ୍ଯଦ୍ବକ୍ତା ତାଙ୍କର ଗଧଟିକୁ ସଜାଇ ଦେଲେ ଓ ସେ ଲୋକଟି ସେ ସ୍ଥାନ ପରିତ୍ଯାଗ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍ବକ୍ତା ପାଇଁ ଗଧ ସଜାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଲୋକ ଅନ୍ନ ଭୋଜନ ଓ ଜଳପାନ କଲାପରେ ସେ ଭବିଷ୍ୟ‌ଦ୍‌ବକ୍ତା ତାଙ୍କର ଗଧଟିକୁ ସଜାଇ ଦେଲେ ଓ ସେ ଲୋକଟି ସେ ସ୍ଥାନ ପରିତ୍ୟାଗ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍‍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍‍ବକ୍ତା ପାଇଁ ଗଧ ସଜାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍‍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍‍ବକ୍ତା ପାଇଁ ଗଧ ସଜାଇଲା।