1 Kings 13:24 — Compare Translations
5 translations compared side by side
Odia - 1840
"ଗୃହ ଅଭିମୁଖେ ୟାତ୍ରା କରୁଥିବା ସମୟରେ ପଥ ମଧିଅରେ ଏକ ସିଂହ ତାଙ୍କୁ ଆକ୍ରମଣ କରି ବଧ କଲା। ତାଙ୍କର ଶବ ସହେି ପଥ ମଧିଅରେ ପଡି ରହିଲା! ଗଧ ଓ ସିଂହ ସହେି ଶବ ନିକଟରେ ଛିଡା ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା । ପୁଣି ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗୃହ ଅଭିମୁଖେ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଏକ ସିଂହ ତାଙ୍କୁ ଆକ୍ରମଣ କରି ବଧ କଲା। ତାଙ୍କର ଶବ ସେହି ପଥ ମଧ୍ୟରେ ପଡ଼ି ରହିଲା! ଗଧ ଓ ସିଂହ ସେହି ଶବ ନିକଟରେ ଛିଡ଼ା ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।