1 Kings 13:25 — Compare Translations
5 translations compared side by side
Odia - 1840
"ଏହାପରେ ସହେି ପଥରେ ଯାଉଥିବା କେତକେ ଲୋକ ଶବଟି ପଡିଥିବାର ଓ ଶବ ନିକଟରେ ସିଂହ ଠିଆ ହାଇେଥିବାର ଦେଖିଲେ। ତା'ପରେ ସମାନେେ ବୃଦ୍ଧ ଭବିଷ୍ଯଦ୍ବକ୍ତାଙ୍କ ନିକଟକୁ ଆସିଲେ ଓ ଯାହା ରାସ୍ତା ଉପରେ ଦେଖିଥିଲେ ତାହା ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ପଥରେ ଯାଉଥିବା କେତେକ ଲୋକ ଶବଟି ପଡ଼ିଥିବାର ଓ ଶବ ନିକଟରେ ସିଂହ ଠିଆ ହୋଇଥିବାର ଦେଖିଲେ। ତା’ପରେ ସେମାନେ ବୃଦ୍ଧ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଆସିଲେ ଓ ଯାହା ରାସ୍ତା ଉପରେ ଦେଖିଥିଲେ ତାହା ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।